ଆଜିର ଖବର ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସମ୍ମିଳନୀ ଭୁବନେଶ୍ୱର : ଆଜି ପୂର୍ବାହ୍ନରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଜଳସଂପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ…