ଆଜିର ଖବର ବିଶିଷ୍ଟ ନାଟ୍ୟକାର ଡକ୍ଟର ରମେଶ ପ୍ରସାଦ ପାଣିଗ୍ରାହୀଙ୍କୁ ‘ଗୁରୁକୃପା ସମ୍ମାନ’ ଭୁବନେଶ୍ୱର: ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟ, ଉତ୍କଳ ରଙ୍ଗମଞ୍ଚରେ ‘ଗୁରୁକୃପା ସମ୍ମାନ ପ୍ରଦାନ ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି। ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ…