ଜାତୀୟ ଖବର ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ବୈଠକର ମହିଳା ନେତୃତ୍ୱଙ୍କ ଫଟୋ ସେୟାର କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତ ଅଧ୍ୟକ୍ଷତାରେ ଜି-୨୦ ବୈଠକରେ ଅର୍ଥମନ୍ତ୍ରୀ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ଗାଲା ଡିନରରେ ମହିଳା ଲିଡରଙ୍କ ଫଟୋ ସେୟାର କରିଛନ୍ତି।…