ଆଜିର ଖବର ସେପ୍ଟେମ୍ବର ୨୪ରେ ୯ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୪, ୨୦୨୩ ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ୯ଟି ବନ୍ଦେ ଭାରତ ଟ୍ରେନ୍କୁ ପତାକା ଦେଖାଇ ଶୁଭାରମ୍ଭ…