ନୂଆଦିଲ୍ଲୀ: ପୁରୀ ଲୋକସଭା ସାଂସଦ ସମ୍ବିତ ପାତ୍ର ଆଜି ସଂସଦରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମ୍ମୁଖରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରଖିଛନ୍ତି। ସମ୍ବିତ ପାତ୍ର…
ସେବାୟତ
ଭୁବନେଶ୍ଵର: ଆଜି ଲିଙ୍ଗରାଜ ମନ୍ଦିରର ୪ ଜଣ ସେବାୟତଙ୍କୁ ପୋଲିସ ଗିରଫ କରିଛି। ଶ୍ରଦ୍ଧାଳୁଙ୍କୁ ଦୁର୍ବ୍ୟବହାର ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବାହାର ରାଜ୍ୟର ଶ୍ରଦ୍ଧାଳୁଙ୍କୁ…
ପୁରୀ, ବହୁ ପ୍ରତୀକ୍ଷା ପରେ ଶେଷରେ ଶ୍ରୀମନ୍ଦିର ଦ୍ବାର ଭକ୍ତଙ୍କ ପାଇଁ ଖୋଲାଯାଇଛି। ତେବେ ଆଜି କେବଳ ସେବାୟତ ପରିବାରଙ୍କୁ ଏହି ଦର୍ଶନ ସୁବିଧା ମିଳିଛି। ଏହି…
ସୀତାରାମ ଅଗ୍ରୱାଲ ବାଣପୁର: କରୋନା ମହାମାରୀ କବଳରୁ ରକ୍ଷା ପାଇବାକୁ ହେଲେ ଟୀକାକରଣ ଅପରିହାର୍ଯ୍ୟ ହୋଇପଡିଛି। ଏଥିନିମନ୍ତେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ସମସ୍ତ…
ପୁରୀ: ଶ୍ରୀମନ୍ଦିର ସେବାୟତମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି। ୧୦ ହଜାର ଲେଖାଏଁ ସେବାୟତଙ୍କୁ ଆର୍ଥିକ ସହାୟତା…
ପୁରୀ: ଶ୍ରୀମନ୍ଦିର ପରିସର ଆନନ୍ଦ ବଜାରରେ ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ରହିଛି। ସେବାୟତ ଓ ସେବାୟତଙ୍କ ମଧ୍ୟରେ ପିଟାପିଟି ହୋଇଥିବା ସୂଚନା ରହିଛି। ଫଳରେ…
ପୁରୀ: ଶ୍ରୀମନ୍ଦିରର ସହ ଜଡିତ ଥିବା ୨୩ ଜଣ ବ୍ୟକ୍ତି କରୋନାରେ ସଂକ୍ରମିତ ହୋଇଛନ୍ତି। ଚିହ୍ନଟ ୨୩ ଜଣଙ୍କ ମଧ୍ୟରୁ ୭ ଜଣ ସେବାୟତ ଚିହ୍ନଟ ହୋଇଥିବା…
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ବହୁ ପ୍ରସିଦ୍ଧ ନଈରୀ ଦଶଦୋଳ ଏବଂ ବଉଳାବନ୍ଧ ଏଗାରଦୋଳ ଉତ୍ସବ ପାଳନ ନିମନ୍ତେ ଏକ ଜରୁରୀକାଳୀନ ବୈଠକ…
ପୁରୀ : ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ । ଏ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ବିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି।…
ପୁରୀ: ଶ୍ରୀମନ୍ଦିର ସେବାୟତଙ୍କୁ ଦିଆଯିବ ହୋମିଓପାଥି ଔଷଧ। ସେମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ହୋମିଓପାଥି ଔଷଧ ଦିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।…