ଆଜିର ଖବର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଜାରି ହେଲା ମାର୍ଗଦର୍ଶିକା: କାଲିଠୁ ସେବାୟତଙ୍କ ପରିବାରଙ୍କୁ ଅନୁମତି ପୁରୀ: ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏକ ମାର୍ଗଦର୍ଶିକା ଜାରି କରିଛି। ଆସନ୍ତାକାଲିଠୁ ସେବାୟତଙ୍କ ପରିବାରଙ୍କୁ ଦର୍ଶନ ପାଇଁ ଅନୁମତି…