ଆଜିର ଖବର ସୁରତରୁ ଆସିଥିବା ଜଣେ ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ: କୋଭିଡ଼ ହସ୍ପିଟାଲରେ ଭର୍ତ୍ତି ପୁରୀ: ସୁରତରୁ ଆସିଥିବା ଜଣେ ନାବାଳିକା ପର୍ଯ୍ୟଟକ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ତାଙ୍କ ବାପାଙ୍କ ସହ ଆସିଥିଲେ। ଆଣ୍ଟିଜେନ ଟେଷ୍ଟ…