ଆଜିର ଖବର କଟକ ଠାରେ ୯୦ ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ କଟକ: ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”। ସମାଜର ଦୁର୍ବଳ ଶ୍ରେଣୀ, ଅବହେଳିତ, ନିଷ୍ପେସିତ, ମହିଳା ଓ ଶିଶୁଙ୍କୁ ଉପଯୁକ୍ତ ପୋଲିସ ସେବା…