ଆଜିର ଖବର ଜନସାଧାରଣଙ୍କ ସୁବିଧା ପାଇଁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ଦିବସ ସଂଶୋଧିତ ଭୁବନେଶ୍ୱର: ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ 20835/20836 ରାଉରକେଲା-ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସେବା ସୂଚୀକୁ ସଂଶୋଧନ କରାଯାଇଛି। ବର୍ତ୍ତମାନ ଶନିବାର ବ୍ୟତୀତ ପ୍ରତିଦିନ ଚଳାଚଳ…