ଆଜିର ଖବର ଜୁନ ୧୨ରୁ ୨୦ ମଧ୍ୟରେ ପ୍ରତ୍ୟେକ ଜିଲ୍ଲାରେ ଓଡ଼ିଶା ସରକାରଙ୍କ ସେବା ପ୍ରସାର କାର୍ଯ୍ୟକ୍ରମ ଖୋର୍ଦ୍ଧା: ବୁଧବାର ଅପରାହ୍ନରେ ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା ଏବଂ ସମସ୍ତ…