ଆଜିର ଖବର ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାପତ୍ରକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାକୁ ଅନୁମୋଦନ କରାଯାଇଛି। ଏହି ସହଯୋଗ ବୁଝାମଣାପତ୍ର…