ଆଞ୍ଚଳିକ ନବ ବର୍ଷରେ ବାଲୁଗାଁ ସହରବାସୀଙ୍କୁ ଏନଏସି ର ଭେଟି: ଉଦଘାଟିତ ହେଲା ସେଲଫି ପଏଣ୍ଟ ସୀତାରାମ ଅଗ୍ରୱାଲ ବାଲୁଗାଁ: ନୂତନ ବର୍ଷ ପ୍ରାରମ୍ଭରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ଦୁଇଟି ସ୍ୱାଗତ ଫଳକ ସହ ସେଲଫି ପଏଣ୍ଟ ଉନ୍ମୋଚନ ହୋଇଯାଇଛି।…