ସୋଆ କୃଷିବିଜ୍ଞାନ କଲେଜ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସୋଆ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ କୃଷି ମହାବିଦ୍ୟାଳୟର ୪ର୍ଥ ବର୍ଷ ଛାତ୍ରୀମାନେ ଚାଷୀମାନଙ୍କୁ ଜୈବିକ ପ୍ରଣାଳୀରେ ଚାଷ ପଦ୍ଧତି ପ୍ରଶିକ୍ଷଣ ଦେଇଛନ୍ତି । ଆଜି ବାଲିଅନ୍ତା…