ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

ଭୁବନେଶ୍ୱର: ଆଇଆଇଟି (ବିଏଚୟୁ) ବାରଣାସୀ ଦ୍ୱାରା ଆୟୋଜିତ ବାର୍ଷିକ କ୍ରୀଡା ମହୋତ୍ସବ ‘ସ୍ପର୍ଦ୍ଧା ୨୦୨୬’ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ଛାତ୍ରଛାତ୍ରୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି।…