ଆଜିର ଖବର ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍ଘାଟିତ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍) ପକ୍ଷରୁ ସୋମବାର ଦୁଇ ଦିନିଆ ‘ପ୍ରଥମ ସୋଆ ପୁଷ୍ପ…