ଆଜିର ଖବର ସୋମନାଥ ସ୍ବାଭିମାନ ପର୍ବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଗୁଜରାଟର ସୋମନାଥଠାରେ ସୋମନାଥ ସ୍ୱାଭିମାନ ପର୍ବରେ ଉଦବୋଧନ ଦେଇଛନ୍ତି। ନିଜ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ସମୟ ଅସାଧାରଣ,…