ଆଜିର ଖବର ବିଜେଡି ଛାଡି ବିଜେପିରେ ଯୋଗ ଦେଲେ ସୋର ବିଧାୟକ ପର୍ଶୁରାମ ଧଡା ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବାଲେଶ୍ୱର ଜିଲ୍ଲା ସୋର ବିଧାୟକ ଶ୍ରୀଯୁକ୍ତ ପର୍ଶୁରାମ ଧଡା ନିଜ ବହୁ ସରପଂଚ, ନେତା ଓ ସମର୍ଥକଙ୍କ…