ଆଜିର ଖବର ସରିଲା ରାଜ୍ୟସ୍ତରୀୟ ‘ଓଡ଼ିଶା ସ୍କିଲ୍ସ’ ପ୍ରତିଯୋଗିତା: ୪୫ ଟି ଦକ୍ଷତାରେ ପ୍ରତିଭା ଦେଖାଇଲେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଭୁବନେଶ୍ୱର: ଭୁବନେଶ୍ୱର ଓ କଟକର ୮ଟି କେନ୍ଦ୍ରରେ ଦୁଇଦିନ ଧରି ଚାଲିଥିବା ‘ଓଡ଼ିଶା ସ୍କିଲ୍ସ’ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଶେଷ ହୋଇଛି। ଏଥିରେ ରାଜ୍ୟର ବିଭିନ୍ନ ସରକାରୀ ଓ…