ଆଜିର ଖବର ଶିକ୍ଷକ ପଦବୀ ପୁରଣ ଦାବୀ: ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ, ଛାତ୍ରଛାତ୍ରୀ କନ୍ଦର୍ପ ବେହେରା ରେଢ଼ାଖୋଲ: ସରକାର ଶିକ୍ଷାକୁ ଅଧିକ ଗୁରୁତ୍ବ ଦେଉଥିବା ବେଳେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଦ୍ୟାଳୟ ମାନଙ୍କରେ ଶିକ୍ଷକ ଅଭାବ ଦେଖାଦେଉଛି।…