ଅନ୍ତରାଷ୍ଟ୍ରୀୟ ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ ପେଶାୱାର: ପାକିସ୍ତାନର ଉତ୍ତର-ପଶ୍ଚିମ ସହର ପେଶାୱାରରେ ଏକ ଅତ୍ୟନ୍ତ ଦୁଃଖଦ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଏକ ବିଦ୍ୟାଳୟର ଛାତ ହଠାତ୍ ଭୁଶୁଡ଼ି ପଡ଼ିବା କାରଣରୁ…