ଆଜିର ଖବର ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର ଭୁବନେଶ୍ବର: ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି।…