ରାଜ୍ୟ ଖବର ଉଦ୍ଘାଟିତ ହେଲା ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିଟ-୬ ବାଳିକା ହାଇସ୍କୁଲରେ ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ୧୦ଟି ଜିଲ୍ଲାରୁ ୧୧ଟି…