ଆଜିର ଖବର ଆସନ୍ତା ୧୬ରେ ଭୁବନେଶ୍ୱର ଠାରେ ସ୍କୁଲ ଶିକ୍ଷାର ବିକାଶ ପାଇଁ ଦୁଇଦିନିଆ ଷ୍ଟାର୍ସର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ଭୁବନେଶ୍ୱର: ସ୍କୁଲ ଶିକ୍ଷାକୁ ମଜଭୂତ୍ କରିବା, ସମାଜର ଆର୍ଥିକ ଦୃଷ୍ଟିରୁ ପଛୁଆ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବା ଏବଂ ଶିକ୍ଷକଙ୍କୁ ଉତ୍ତମ ତାଲିମ ପ୍ରଦାନ କରିବା ଦିଗରେ ଆସନ୍ତା ୧୬…