ବିଶେଷ ଖବର ଛାତ୍ରଛାତ୍ରୀଙ୍କ ଭିତରେ ହକି ଖେଳ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍କୁଲରେ ନିଆଗଲା ଅଭିନବ ପଦକ୍ଷେପ ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି। ସୋମବାର ଦିନ ପ୍ରାର୍ଥନା ସଭାରେ…