ଆଜିର ଖବର ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ: ପାଣିପାଗ ବିଭାଗ ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏବେ ସୁଦ୍ଧା କୌଣସି ଆକଳନ କରାଯାଇନାହିଁ। ନିର୍ଦ୍ଦିଷ୍ଟ…