ଆଜିର ଖବର ଆସନ୍ତାକାଲିଠାରୁ ସ୍ନାତକ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଆବେଦନ ଭୁବନେଶ୍ଵର : ଆସନ୍ତାକାଲିଠାରୁ ସ୍ନାତକ ପାଠ୍ୟକ୍ରମରେ ନାମ ଲେଖା ପାଇଁ ଆବେଦନ । ସ୍ନାତକ ନାମଲେଖା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।…