ଜାତୀୟ ଖବର ଦେବସ୍ନାନ ପୂର୍ଣ୍ଣିମା: ପୁରୀରେ ଲାଗିବ 144 ଧାରା, ଏଥର ମଧ୍ୟ ପୁରୀ ଗଜପତି କରିବେନି ଛେରା ପହଁରା ପୁରୀ, ଆସନ୍ତାକାଲି ପୁରୀରେ ଅନୁଷ୍ଠିତ ହେବ ସ୍ନାନଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ। ଏଥର ମଧ୍ୟ କରୋନା ପାଇଁ ଭକ୍ତମାନେ ପୁରୀରେ ଏକାଠି ହୋଇପାରିବେ ନାହିଁ। ସେଥିପାଇଁ…