ଆଜିର ଖବର ଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବ ତଟ ରେଳପଥ ପକ୍ଷରୁ ସ୍ୱାଧୀନତା ଦିବସ ସ୍ପେଶାଲ ଟ୍ରେନ୍ ଭୁବନେଶ୍ଵର: ସ୍ୱାଧୀନତା ଦିବସରେ ବର୍ଦ୍ଧିତ ଯାତ୍ରୀ ଚାହିଦା ପୂରଣ କରିବା ପାଇଁ, ପୂର୍ବ ତଟ ରେଳପଥ ଶାଲିମାର-ମାଳତୀପାଟପୁର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଲାଇବ। – ଟ୍ରେନ୍ ନମ୍ବର…