ବିଶେଷ ଖବର ଓଡିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ କ୍ରୀଡା ପ୍ରୋତ୍ସାହନରେ ଶ୍ରେଷ୍ଠ ରାଜ୍ୟ ଭୁବନେଶ୍ବର: କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କାର ମିଳିଛି। ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ଆଜି ମୁମ୍ବାଇରେ…