ସ୍ବତନ୍ତ୍ର ନୀତି

ପୁରୀ: ପୌଷମାସ ଅମାବାସ୍ୟାକୁ ବକୁଳ ଅମବାସ୍ୟା ବୋଲି କୁହାଯାଇଥାଏ। ଏହିଦିନ ସାଧାରଣତଃ ଆମ୍ବ ଗଛରେ ବଉଳ ହୋଇଥାଏ। ତେଣୁ ଏହାକୁ ବଉଳ ବା ବକୁଳ ଅମବାସ୍ୟା ବୋଲି କୁହାଯାଇଥାଏ।…