ଆଜିର ଖବର କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସ୍ବତନ୍ତ୍ର ଶିକ୍ଷକ ପଦବୀକୁ ପୂରଣ ଏବଂ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ସଂରକ୍ଷଣ ଦାବି ଭୁବନେଶ୍ଵର: ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ପ୍ରସଙ୍ଗରେ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୩ବର୍ଷ ମଧ୍ୟରେ…