ଆଜିର ଖବର ବିଜେଡ଼ିରେ ଯୋଗଦେଲେ ଫିଲ୍ମ ଅଭିନେତ୍ରୀ ସ୍ୱପ୍ନା ପତି ଭୁବନେଶ୍ୱର: ବଲିଉଡ ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଅଭିନେତ୍ରୀ ଓ ମଡେଲ ସ୍ୱପ୍ନା ପତି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ…