ଜାତୀୟ ଖବର ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ସ୍ବରାଜ ବୃକ୍ଷ ରୋପଣ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ। ସ୍ବାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ବତନ୍ତ୍ର ଗୁରୁତ୍ବ ରହିଛି। ଏହି ଅବସରରେ ଲୋକସେବା ଭବନରେ ପାଳିତ…