ସ୍ବର୍ଣ୍ଣିମ ଯୁଗ

ଭୁବନେଶ୍ବର: ବହୁଦିନ ପରେ ଓଡିଶାରେ ଓଡ଼ିଆ ସିନେମାର ସ୍ବର୍ଣ୍ଣିମ ଯୁଗ ଫେରିଛି। ରାଜ୍ୟରେ ପୂର୍ଣ୍ଣ ପ୍ରେକ୍ଷାଳୟ ସହ ୫୦ ଦିନ ସଂପୂର୍ଣ୍ଣ କରିଛି ସୁପରହିଟ୍ ଓଡ଼ିଆ ଚଳଚ୍ଚିତ୍ର…