ଜାତୀୟ ଖବର ନୂଆ କ୍ୟାବିନେଟର ବଡ ଘୋଷଣା: କୋଭିଡ-୧୯ ଜରୁରୀ ମୁକାବିଲା ପାଇଁ ୨୩,୧୨୩ କୋଟି ଟଙ୍କା ମଂଜୁର ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଏକ ନୂଆ ଯୋଜନା “ଭାରତ କୋଭିଡ-୧୯ ଜରୁରୀ ମୁକାବିଲା ଏବଂ…