ଜାତୀୟ ଖବର ୮ଟି ବଡ ସହରକୁ ଛାଡି ଅନ୍ୟଗୁଡିକର ସ୍ବାସ୍ଥ୍ୟ ସେବା ବିକାଶ ପାଇଁ ୫୦ ହଜାର କୋଟି ଟଙ୍କାର ପ୍ୟାକେଜ ନୂଆଦିଲ୍ଲୀ, ଗତକାଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କରୋନା ମୁକାବିଲା ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ସେଥିରେ ବ୍ୟବସାୟିକ କ୍ଷେତ୍ରକୁ ୧.୧ ଲକ୍ଷ କୋଟି ଟଙ୍କାର ଅତିରିକ୍ତ…