ଜାତୀୟ ଖବର ଡକ୍ଟର ହରେକୃଷ୍ଣ ମହତାବଙ୍କ ପ୍ରତି ସମ୍ମାନ ଜଣାଇ ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚନ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଆଜି ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏକ ସ୍ୱତନ୍ତ୍ର ସ୍ମୃତିଚାରଣ ସମାରୋହ…