ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କ ବାଣପୁର ଆଗମନର ସ୍ମାରକୀ ସମାରୋହ ସମୀକ୍ଷା ବ୍ୟୁରୋ ବାଣପୁର, ୮/୧୨: ଜାତିର ପିତା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜୟନ୍ତୀ ପାଳନ ସାରା ଭାରତରେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ମହାତ୍ମା ଗାନ୍ଧିଙ୍କ ବାଣପୁର…