ସ୍ମାର୍ଟ ଇଣ୍ଡିଆ ହାକାଥନ୍ -୨୦୨୦

ଭୁବନେଶ୍ୱର: ଡିଜିଟାଲ୍ ପ୍ରକ୍ରିୟାରେ କିଭଳି ଭାବରେ ଅପରାଧର ମୁକାବିଲା କରାଯାଇପାରିବ ସେହି ସମାଧାନର ସୂତ୍ର ବାହାର କରି ସ୍ମାର୍ଟ ଇଣ୍ଡିଆ ହାକାଥନ୍- ୨୦୨୦ ପ୍ରତିଯୋଗିତାରେ ବିଜୟୀ ହୋଇଛନ୍ତି…