ଆଜିର ଖବର ସୁନ୍ଦରଗଡ ଜିଲ୍ଲାର ୫୮୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ରାଉରକେଲାସ୍ଥିତ ଆଇଜିଏଚ କନଫ୍ରେନସ…