ଆଜିର ଖବର ଗଣତନ୍ତ୍ର ବଂଚାଓ ଆଳରେ ଦେଶରେ ଅରାଜକତା ସୃଷ୍ଟି କରୁଛନ୍ତି ରାହୁଲ ଗାନ୍ଧୀ: ସ୍ମୃତି ପଟ୍ଟନାୟକ ଭୁବନେଶ୍ୱର: ଗଣତାନ୍ତ୍ରିକ ଉପାୟରେ କ୍ଷମତା ହାସଲ କରିବାରେ ଅସମର୍ଥ ହୋଇ ଲୋକସଭାର ବିରୋଧୀ ଦଳ ନେତା ତଥା ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ତାଙ୍କ ଭଉଣୀ…