ଆଜିର ଖବର ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀ: ବନ୍ଦେ ଭାରତ ସ୍ଲିପର ପାଇଁ ନୂତନ ରୋଲିଂ ଷ୍ଟକର ବିକାଶ ପ୍ରକ୍ରିୟାରେ ବୈଷୟିକ ନବସୃଜନ, ରଣନୈତିକ ଯୋଜନା ଓ ଉତ୍ପାଦନ-ଏ ତିନୋଟିକୁ ଏକ ସାମଗ୍ରିକ ଆଭିମୁଖ୍ୟରେ…