ରାଜ୍ୟ ଖବର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆଉ ୧୪ ଟି ଜିଲ୍ଲାର ୫୫ଟି ବ୍ଲକରେ ଗଠିତ ହେଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଭୁବନେଶ୍ୱର: ଜନଜାତି ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ, ଛୋଟ ବଡ ସବୁ ଜନଜାତି ଗୋଷ୍ଠୀର ଅନନ୍ୟ ପରିଚୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…