ଆଜିର ଖବର ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରରୁ ସ୍ଵତନ୍ତ୍ର ବେସାମରିକ ବିମାନ ଯୋଗେ ଆଜି ଫେରିଲେ ୧୩ ଶହ ଭାରତୀୟ ନୂଆଦିଲ୍ଲୀ: ‘ଅପରେସନ ଗଙ୍ଗା’ ଅଧୀନରେ ୟୁକ୍ରେନରେ ଫସି ରହିଥିବା ଭାରତୀୟ ନାଗରିକମାନଙ୍କର ଉଦ୍ଧାର ପ୍ରକ୍ରିୟା ଜାରି ରହିଛି। ୟୁକ୍ରେନର ପଡ଼ୋଶୀ ରାଷ୍ଟ୍ରରୁ ୭ଟି ସ୍ଵତନ୍ତ୍ର ବେସାମରିକ ବିମାନ…