ଆଜିର ଖବର ରାଜ୍ୟରେ ବ୍ଲାକ ଫଙ୍ଗସ୍ ରୋଗୀଙ୍କ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ଵତନ୍ତ୍ର ୱାର୍ଡ ବ୍ୟବସ୍ଥା ଭୁବନେଶ୍ବର: ରାଜ୍ୟରେ ଏବେ ୪୧ ଜଣ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇ ଚିକିତ୍ସାଧୀନ ଅଛନ୍ତି। ଚିହ୍ନଟ ହେଉଥିବା ବ୍ଲାକ ଫଙ୍ଗସ୍ ରୋଗୀଙ୍କ ଚିକିତ୍ସା ପାଇଁ ସ୍ଵତନ୍ତ୍ର…