ସ୍ଵାଧୀନତା ଦିବସ-2023

ଖୋର୍ଦ୍ଧା: ଆଜି ଅପରାହ୍ନ 3.00ଟା ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ର ବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ସ୍ଵାଧୀନତା ଦିବସ-2023 ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…