ଆଜିର ଖବର ଭୁବନେଶ୍ୱର ସ୍ୟାଟ ବାର୍ ଓକିଲ ସଂଘ କର୍ମକର୍ତ୍ତା ନିର୍ବାଚିତ ଭୁବନେଶ୍ୱର: ୨୭.୩.୨୦୨୧ ରିଖରେ ଅନୁଷ୍ଠିତ ହୋଇଥିବା ନିର୍ବାଚନରେ ସ୍ୟାଟ ବାର୍, ଭୁବନେଶ୍ୱର ସଭାପତି ଭାବେ ସୁଧୀର ଚରଣ ମହାନ୍ତି ନିର୍ବାଚିତ ହୋଇଛନ୍ତି। ରଣଜିତ ମହାନ୍ତି, ସୁଧାଂଶୁ ଶେଖର…