ସ୍ୱଚ୍ଛତା ପୁରସ୍କାର

ଭୁବନେଶ୍ୱର: ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫-୨୬ରେ ଓଡ଼ିଶାର ୩ ସହରକୁ ପୁରସ୍କୃତ କରାଯାଇଛି। ସହରାଞ୍ଚଳର ପରିମଳ ବ୍ୟବସ୍ଥା, ସ୍ୱଚ୍ଛତା ଓ ସୁସ୍ଥାୟୀ ବର୍ଜ୍ୟବସ୍ତୁ ପରିଚାଳନା କ୍ଷେତ୍ରରେ ଓଡ଼ିଶାର…