ସ୍ୱଚ୍ଛ ଉପକୂଳ ସହର

ନୂଆଦିଲ୍ଲୀ: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ‘ସ୍ୱଚ୍ଛ ସର୍ବେକ୍ଷଣ ପୁରସ୍କାର ୨୦୨୫-୨୬’ କାର୍ଯ୍ୟକ୍ରମରେ ଭାରତର ସବୁଠାରୁ ସ୍ୱଚ୍ଛ ସହରଗୁଡ଼ିକୁ ସମ୍ମାନିତ କରିଛନ୍ତି।…