ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ

ଭୁବନେଶ୍ୱର: ପାର୍ବଣ ଋତୁ ସମୟରେ ବୃଦ୍ଧି ପାଉଥିବା ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କୁ ଅଧିକ ସୁବିଧା ଯୋଗାଇଦେବା ଉଦ୍ଦେଶ୍ୟରେ ସମ୍ବଲପୁର–ସାନ୍ତ୍ରାଗାଛି ମଧ୍ୟରେ ଚଳାଚଳ କରୁଥିବା ସ୍ୱତନ୍ତ୍ର…